24.1 C
Bhubaneswar
Wednesday, December 4, 2024
Homeଓଡିଶାବାତ୍ୟା ଯାଉଛି ବଙ୍ଗ !

ବାତ୍ୟା ଯାଉଛି ବଙ୍ଗ !

ଭୁବନେଶ୍ୱର : ଓଡିଶାକୁ ଛୁଇଁବନି ବଙ୍ଗୋପସାରରେ ସୃଷ୍ଟି ହେବାକୁ ଥିବା ବାତ୍ୟା । ସମ୍ଭାବ୍ୟ ବାତ୍ୟା ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ ହେବା ଆକଳନ । ବାତ୍ୟା ସମ୍ପର୍କରେ ପାଣିପାଗ ବିଭାଗର ସଦ୍ୟତମ ଟୁଇଟ । ଲଘୁଚାପଟି କାଲି ଅବପାତ ଓ ୨୪ରେ ବାତ୍ୟାରେ ପରିଣତ ହେବ । ବାତ୍ୟାରେ ରୂପାନ୍ତର ପରେ ଉତ୍ତର-ଉତ୍ତରପୂର୍ବକୁ ଦିଗ ବଦଳାଇବ । ଓଡିଶା ଉପକୂଳରୁ କିଛି ଦୂରରେ ରହି ବଙ୍ଗ ମୁହାଁ ହେବ ବାତ୍ୟା । ୨୫ ସୁଦ୍ଧା ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ପାଖରେ ପହଁଚିବ ।

ଓଡ଼ିଶା ଉପକୂଳ ପାଖ ଦେଇ ଯିବ ବାତ୍ୟା: ୱିଣ୍ଡି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking