30.1 C
Bhubaneswar
Monday, May 20, 2024
Homeଦେଶ ବିଦେଶଚମ୍ପଟ ମାରିଥିବା ରୋଗୀଙ୍କ ମୃତ ଦେହ ଉଦ୍ଧାର

ଚମ୍ପଟ ମାରିଥିବା ରୋଗୀଙ୍କ ମୃତ ଦେହ ଉଦ୍ଧାର

କୋଇଡ଼ା: ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରୁ ଚମ୍ପଟ ମାରିଥିବା ଦିବ୍ୟାଙ୍ଗ ରୋଗୀଙ୍କ ମୃତ ଦେହ ଡ୍ରେନ୍ ପାର୍ଶ୍ବରୁ ଉଦ୍ଧାର କରାଯାଇଛି। ରୋଗୀ ଜଣକ ୩ ଦିନ କୋଇଡ଼ା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ସେ ଲୁଚି କାହାକୁ କିଛି ନ ଜଣାଇ ହସ୍ପିଟାଲରୁ ପଳାଇଥିଲେ। ଗୁରୁବାର ତାଙ୍କ ମୃତଦେହ ଡିଡିଏମ୍ କାର୍ଯ୍ୟାଳୟ ନିକଟରେ ପଡ଼ି ରହିଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking