37.1 C
Bhubaneswar
Monday, May 20, 2024
Homeଓଡିଶାସ୍କୁଲରେ ପ୍ରଧାନ ଶିକ୍ଷକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସ୍କୁଲରେ ପ୍ରଧାନ ଶିକ୍ଷକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅନୁଗୁଳ: ପ୍ରଧାନ ଶିକ୍ଷକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଖବର ସାମ୍ନାକୁ ଆସିଛି । କିଶୋରନଗର ତୁରୁଡା ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ରହିଛି । ଅଫିସ କାର୍ଯ୍ୟାଳୟରୁ ଝୁଲନ୍ତା ମୃତଦେହଦ୍ଦ୍‌ାର କଲା ପୋଲିସ । ମୃତ୍ୟୁ କେଉଁ କାରଣ ପାଇଁ ହୋଇଛି ତାହା ଏବେ ଯାଏଁ କିଛି ଜଣାପଡି ନାହିଁ କିନ୍ତୁ ପ୍ରଧାନ ଶିକ୍ଷକ ଜଣକ ସକାଳେ ସ୍କୁଲକୁ ଶୀଘ୍ର ଆସିଥିବା ସୂଚନା ରହିଛି ।

ଚାଙ୍ଗୁଡିରେ ଫୁଲ ଓ ଭୋଗ ଆଣିବାକୁ ଲୋକଙ୍କୁ ଆହ୍ୱାନ ଦେଲେ ଶ୍ରୀମନ୍ଦିର ପ୍ରଶାସନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking