24.1 C
Bhubaneswar
Saturday, October 19, 2024
Homeଓଡିଶାଜଙ୍ଗଲରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଙ୍ଗଲରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

କଟକ : କଟକ ଜିଲ୍ଲା ବୈଦେଶ୍ଵର ଥାନା ଅନ୍ତର୍ଗତ କାଳିପୋଇ ପଞ୍ଚାୟତର ଉଆସପଲ୍ଲୀ ଜଙ୍ଗଲରୁ ସନ୍ଦେହ ଜଣକ ଅବସ୍ଥାରେ ଜଣେ ଯୁବକର ମୃତଦେହ ଉଦ୍ଧାର ହୋଇଛି. ମୃତ ଯୁବକ ଜଣକ ସ୍ଥାନୀୟ ପଶାଣିଆ ଗାଁର ପବନା ପ୍ରଧାନ ବୋଲି ଜଣା ପଡିଛି.ସେ ଜଣେ ଟ୍ରାକ୍ଟର ଡ୍ରାଇଭର ଭାବରେ ସ୍ଥାନୀୟ ଅଞ୍ଚଳରେ କାର୍ଯ୍ୟ କରନ୍ତି.

ଘରଠାରୁ ମାତ୍ର ୧ କିଲୋମିଟର ଦୂରରେ ଥିବା ଏହି ଜଙ୍ଗଲ ଭିତରେ ବେକରେ ରଶି  ଲାଗିଥିବା ଅବସ୍ଥାରେ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି . ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଥିବା ବେଳେ ବୈଦେଶ୍ଵର ପୋଲିସ ଘଟଣା ସ୍ଥଳରେ ପଂହଁଚି ତଦନ୍ତ ଆରମ୍ଭ କରିଛି.

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking