ଭୁବନେଶ୍ୱର : ‘ସୁଭଦ୍ରା’ରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜାଯିବ । ଘରକୁ ଘର ଯାଇ ସର୍ଭେ ହେବ କହିଲେ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା । ମାର୍ଚ୍ଚ ୩୧ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରାଯିବ । ଏବେ ସୁଦ୍ଧା ସୁଭଦ୍ରାରେ କୋଟିଏ ୮ ଲକ୍ଷ ମହିଳା ଆବେଦନ କରିଛନ୍ତି । ୪ଟି ପଯ୍ୟାୟରେ କୋଟିଏ ୨୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦିଆଯିବ । ସର୍ଭେ ପରେ ଯାହା ରହିବ ରକ୍ଷା ବନ୍ଧନରେ ୩ଟି କିସ୍ତି ମିଳିବ ।









