31.1 C
Bhubaneswar
Saturday, March 21, 2026
Homeଓଡିଶାଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଗସ୍ତରେ ଉପମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଗସ୍ତରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। ଏହା ସହ ଶ୍ରୀମତୀ ପରିଡ଼ା ଏହି ଦୁଇ ଜିଲ୍ଲାରେ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିସନ ଶକ୍ତି ବିଭାଗର କାର୍ଯ୍ୟନ୍ୱୟନ ସମୀକ୍ଷା କରିବେ। ଏତଦ୍ ବ୍ୟତୀତ ସେ ଏହି ଦୁଇ ଜିଲ୍ଲାରେ ଥିବା ପ୍ରମୁଖ ପର‌୍ୟ୍ୟଟନସ୍ଥଳୀ ଗୁଡ଼ିକର ବିକାଶ କାର‌୍ୟ୍ୟକୁ ମଧ୍ୟ ସମୀକ୍ଷା କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking