ଜମିବାଡ଼ି ବିବାଦକୁ ନେଇ ସାନ ଭାଇ ଆକ୍ରମଣରେ ବଡ ଭାଇର ମୃତ୍ୟୁ

ଯାଜପୁର: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ସାନ ଭାଇ ଆକ୍ରମଣରେ ବଡ ଭାଇର ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ବରି ରାମଚନ୍ଦ୍ରପୁର ଥାନା ବାଲିବିଲି ଗାଁରେ । ମୃତକ ହେଲେ ମନୋଜ କବି । ଏହି ଘଟଣାରେ ଆକ୍ରମଣକାରୀ ସାନ ଭାଇ ସନାତନ କବି ଫେରାର ରହିଛି । ସୂଚନା ମୁତାବକ, ବାଲିବିଲି ଗାଁରେ ଦୀର୍ଘ ଦିନ ହେବ ଦୁଇ ଭାଇଙ୍କ ପରିବାର ମଧ୍ୟରେ ଜମିବାଡ଼ି କୁ କେନ୍ଦ୍ର କରି ବିବାଦ ଲାଗି … Continue reading ଜମିବାଡ଼ି ବିବାଦକୁ ନେଇ ସାନ ଭାଇ ଆକ୍ରମଣରେ ବଡ ଭାଇର ମୃତ୍ୟୁ