ସମ୍ପତ୍ତି ପାଇଁ ନିଜ ମାଆକୁ ମାରି ଲହୁଲୁହାଣ କଲା ବଡପୁଅ
ଗଜପତି : ମୋ ପୁଅ କବଳରୁ ମତେ ମୁକ୍ତି ଦିଅନ୍ତୁ । ଏମିତିଆ ପୁଅ ଭଗବାନ୍ କାହାକୁ ନ ଦିଅନ୍ତୁ । ନିଜ ବଡପୁଅ ପାଇଁ ଜଣେ ମାଆ ଏଭଳି କହିଛନ୍ତି । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଜଣେ ପୁଅ ସମ୍ପତ୍ତି ପାଇଁ ନିଜ ମାଆକୁ ମାରି ଲହୁଲୁହାଣ କରିଛି। ଏପରି ଘଟଣା ବର୍ତ୍ତମାନ ପାରଳାଖେମୁଣ୍ଡି ସହରରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ସମ୍ପତ୍ତି ପାଇଁ ପରିଣତ ବୟସରେ ମାଆକୁ ମାଡ ମାରି ରକ୍ତାକ୍ତ … Continue reading ସମ୍ପତ୍ତି ପାଇଁ ନିଜ ମାଆକୁ ମାରି ଲହୁଲୁହାଣ କଲା ବଡପୁଅ
Copy and paste this URL into your WordPress site to embed
Copy and paste this code into your site to embed