ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଏଷ୍ଟିମେଟର

ରାୟଗଡା: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ଏଷ୍ଟିମେଟର । ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ଏଷ୍ଟିମେଟର ରମାକାନ୍ତ ମଲ୍ଲିକ ଜଣେ ଠିକାଦାରଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଝଞ୍ଜାବତୀ ନଦୀରେ ଥିବା ପମ୍ପ୍ ହାଉସ୍ ମରାମତି ବାବଦର ଏଷ୍ଟିମେଟ୍ କରିବା ପାଇଁ ଠିକାଦାର ସୁମନ୍ତ ପରିଡ଼ାଙ୍କ ଠାରୁ ଲାଞ୍ଚ ନେଉଥିଲେ । ଖବର ଅନୁଯାୟୀ, ଗତ ଫେବୃୟାରୀ ମାସରେ ଏହାର ମରାମତି କାର୍ଯ୍ୟ … Continue reading ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଏଷ୍ଟିମେଟର