27.1 C
Bhubaneswar
Thursday, April 30, 2026
Homeଓଡିଶାଜମୁଛି ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା

ଜମୁଛି ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା

ଚଣ୍ଡୀଖୋଲ : ଜମୁଛି ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା। ଯାଜପୁର ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଓଳାଶୁଣୀ ପୀଠ।  ସନ୍ଥ ଅରକ୍ଷିତ ଦାସଙ୍କ ବ୍ରହ୍ମଲୀନ ଦିବସରେ ପବିତ୍ର ଓଳାଶୁଣୀ ଗୁମ୍ଫା ମେଳା ଅନୁଷ୍ଠିତ ହୋଇଥାଏ। ଚଳିତ ବର୍ଷ ୧୮୯ ତମ ଓଳାଶୁଣୀ ଗୁମ୍ଫା ମେଳା ଅନୁଷ୍ଠିତ ହେଉଛି। ଓଳାଶୁଣୀ ପାହାଡ଼ ଶୀର୍ଷରେ ଥିବା ସନ୍ଥ ଅରକ୍ଷିତ ଦାସଙ୍କ ମନ୍ଦିରରେ ଭକ୍ତଙ୍କ ଭିଡ ଦେଖିବାକୁ ମିଳୁଛି । ବିଭିନ୍ନ ସ୍ଥାନରୁ ସାଧୁ ସନ୍ଥ ମାନେ ପହଞ୍ଚିଥିବାବେଳେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। । ଏହି ଦିନ ସନ୍ଥ ଅରକ୍ଷିତ ଦାସଙ୍କୁ ଦର୍ଶନ କଲେ ଶ୍ରୀକ୍ଷେତ୍ର ଦର୍ଶନର ପୁଣ୍ୟ ମିଳେ ବୋଲି ବିଶ୍ଵାସ ରହିଛି। ଦର୍ଶନ ପାଇଁ ରାଜ୍ୟ ଓ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking