ଆଠଗଡ଼: ବାପାକୁ ପିଟିପିଟି ନୃଶଂସ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଆଠଗଡ଼ ଥାନା ବେଣ୍ଟପଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ଅଭିଯୁକ୍ତ ପୁଅକୁ ଥାନାରେ ଅଟକ ରଖାଯାଇଛି।