27.1 C
Bhubaneswar
Sunday, June 15, 2025
Homeଅପରାଧପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାର ଜୀବନ

ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାର ଜୀବନ

ମୟୁରଭଞ୍ଜ : ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ । ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ନିଜ ଜନ୍ମ କଲା ପୁଅ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ତିରିଂ ଥାନା ପଟକାଡିହି ଗାଁରେ । ମୃତକ ହେଲେ ପଟକାଡିହି ଗ୍ରାମର ଗୁଡ଼ୁରା ଟୁଡୁ । ରାତିରେ ଖାଇସାରି ଶୋଇବା ସମୟରେ ନିଜ ବଡ ପୁଅ କୁସୁନୁ ନିଜ ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲା ପୁଅର ଟାଙ୍ଗିଆ ଚୋଟରେ ଘଟଣା ସ୍ଥଳରେ ହିଁ ବାପାଙ୍କ ମୃତ୍ୟୁ ଘଟିଥିଲା । ପରିବାର ଲୋକେ ତିରିଂ ଥାନାରେ ଜଣାଇବା ପରେ ପୋଲିସ ଓ ସାଇଣ୍ଟିଫିକ ଟିମ ଘଟଣା ସ୍ଥଳକୁ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ କରି ହତ୍ୟା ମାମଲାର ତଦନ୍ତ ଚଳାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking