26.1 C
Bhubaneswar
Thursday, September 19, 2024
Homeଓଡିଶା୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ

୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ

ଭୁବନେଶ୍ୱର : ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ । କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିବେ ଛାତ୍ରଛାତ୍ରୀ । ସେପ୍େଟମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ । ତେବେ ଅକ୍ଟୋବର ୪ରୁ ୧୪ ତାରିଖ ଭିତରେ ଫର୍ମ ଫିଲଅପ୍ କଲେ ୨୦୦ ଟଙ୍କା ଫାଇନ୍ ପଡ଼ିବ । ସେହିଭଳି ନଭେମ୍ବର ୧୧ରୁ ୧୮ ଭିତରେ ଫର୍ମ ପୂରଣରେ ଲାଗିବ ୬୦୦ ଟଙ୍କା ଜରିମାନା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking