ଓଡ଼ିଆରେ ଆସିଲା ହାଇକୋର୍ଟଙ୍କ ପ୍ରଥମ ରାୟ,ଜାଣନ୍ତୁ କଣ…

କଟକ: ଓଡ଼ିଆ ଭାଷାରେ ଆସିଲା ହାଇକୋର୍ଟଙ୍କ ପ୍ରଥମ ରାୟ । ଓଡ଼ିଶା ହାଇକୋର୍ଟ ପ୍ରତିଷ୍ଠାକୁ ୭୫ବର୍ଷ ପୂରଣ ହେଉଥିବା ବେଳେ ସଫଳତାର ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଯାଇଛି । ଏକ ଐତିହାସିକ ଘଟଣାକ୍ରମରେ ଓଡ଼ିଶା ହାଇକୋର୍ଟ ପକ୍ଷରୁ ଓଡ଼ିଆରେ ଏକ ମାମଲାର ରାୟ ପ୍ରକାଶ ପାଇଛି । ବିଚାରପତି ଡକ୍ଟର ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଆ ଭାଷାରେ ଏକ ରିଟ୍ ଆବେଦନର ରାୟ ପ୍ରକାଶ କରିଛନ୍ତି । ଜୁଲାଇ ୧୯ରେ … Continue reading ଓଡ଼ିଆରେ ଆସିଲା ହାଇକୋର୍ଟଙ୍କ ପ୍ରଥମ ରାୟ,ଜାଣନ୍ତୁ କଣ…