ପୂର୍ବତନ ସରପଞ୍ଚଙ୍କୁ କାର୍ ମଡାଇ ହତ୍ୟା !

ବ୍ରହ୍ମପୁର: ପୂର୍ବତନ ସରପଞ୍ଚଙ୍କୁ କାର୍ ମଡାଇ ହତ୍ୟା ଅଭିଯୋଗ ହୋଇଥିବା ଖବର ସାମ୍ନାକୁ ଆସିଛି । ଦିଗପହଣ୍ଡି ଖମ୍ବାରି ଗାଁର ପୂର୍ବତନ ସରପଞତଚଙ୍କୁ ହତ୍ୟା ଅଭିଯୋଗ । ବୁଲେଟରେ ଫେରୁଥିବା ବେଳେ ଜଣେ ସ୍ଥାନୀୟ ଯୁବକ ମାରିଥିବା ଅଭିଯୋଗ ହୋଇଛି । ପରିବାରର ଅଭିଯୋଗ ପରେ ଦିଗପହଣ୍ଡି ପୋଲିସର ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି । ଫେରାର ଅଭିଯୁକ୍ତକୁ ଶୀଘ୍ର ଗିରଫ କରିବାରର ଦାବି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ