ଭୁବନେଶ୍ୱର : ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଏହି ପର୍ବ ପାଞ୍ଜି ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ(ଗଶେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହା ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି,ଭାଷା,ପରମ୍ପରା,ଚାଲି-ଚଳଣ ଏବଂ ସର୍ବୋପରି ଭାବାବେଗ ସହିତ ଓତଃପ୍ରୋତ ଭାବେ ଜଡ଼ିତ । ନୂଆଁଖାଇ ଯେ , କେବଳ ପାରମ୍ପରିକ ପର୍ବ ନୁହେଁ, ବରଂ ଏହି ପର୍ବ ଭ୍ରାତୃତ୍ବଭାବ ଓ ଏକତାର ପର୍ବ,ସୌହାର୍ଦ୍ଦ୍ୟ ମହାମିଳନର … Continue reading ପ୍ରକୃତିର ପାର୍ବଣ ନୂଆଁଖାଇ
Copy and paste this URL into your WordPress site to embed
Copy and paste this code into your site to embed