27.1 C
Bhubaneswar
Wednesday, March 25, 2026
Homeଅପରାଧଦୁଷ୍କର୍ମ ପରେ ଯୁବତୀଙ୍କୁ ପୋଡ଼ି ହତ୍ୟା !

ଦୁଷ୍କର୍ମ ପରେ ଯୁବତୀଙ୍କୁ ପୋଡ଼ି ହତ୍ୟା !

ତାଳଚେର : ନିଖୋଜ ଥିବା ଜଣେ ଯୁବତୀଙ୍କୁ ଦୁଷ୍କର୍ମ ପରେ ପୋଡ଼ି ହତ୍ୟା କରାଯାଇଥିବା ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ତାଳଚେର ଅଞ୍ଚଳରେ ଘଟିଥିବା ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂଚନା ଅନୁସାରେ, ତାଳଚେର ରେଳ ଷ୍ଟେସନରୁ ଜଣେ ଯୁବତୀ ନିଖୋଜ ହୋଇଯାଇଥିବା ନେଇ ଗତ ୨୬ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା। ପରିବାର ଲୋକେ ଯୁବତୀଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ହେଁ ପାଇ ନ ଥିଲେ। ରବିବାର କେନ୍ଦୁପଲ୍ଲୀ ନିକଟ ଏକ ବିଲରୁ ଯୁବତୀଙ୍କ ମୃତଦେହ ମିଳିଛି। ଯୁବତୀଙ୍କୁ ଦୁଷ୍କର୍ମ ପରେ ପୋଡ଼ି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ମୃତଦେହ ଜବତ କରି ବିଭିନ୍ନ ଦିଗକୁ ନେଇ ତଦନ୍ତ ଚଳାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking