20.1 C
Bhubaneswar
Saturday, December 21, 2024
Homeଓଡିଶା୪ ସପ୍ତାହରେ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି କରିବେ ସରକାର

୪ ସପ୍ତାହରେ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି କରିବେ ସରକାର

ପୁରୀ : ହାଇକୋର୍ଟରେ ରତ୍ନଭଣ୍ଡାର ଖୋଲା ଓ ଗଣତି ଆବେଦନ ମାମଲା । ୪ ସପ୍ତାହରେ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି କରିବେ ସରକାର । ୪ ସପ୍ତାହରେ ନିଯୁକ୍ତି ନେଇ ହାଇକୋର୍ଟଙ୍କୁ ଜଣାଇଲେ ସରକାର । ସୁପ୍ରିମକୋର୍ଟ/ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତି ହେବେ ଅଧ୍ୟକ୍ଷ । ୪ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ କହିଲେ କୋର୍ଟ ।

ଗୁଳି ମାଡ କରି ସୁନା ଦୋକାନରୁ ଲୁଟ୍‌

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking