୪ ସପ୍ତାହରେ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି କରିବେ ସରକାର
ପୁରୀ : ହାଇକୋର୍ଟରେ ରତ୍ନଭଣ୍ଡାର ଖୋଲା ଓ ଗଣତି ଆବେଦନ ମାମଲା । ୪ ସପ୍ତାହରେ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି କରିବେ ସରକାର । ୪ ସପ୍ତାହରେ ନିଯୁକ୍ତି ନେଇ ହାଇକୋର୍ଟଙ୍କୁ ଜଣାଇଲେ ସରକାର । ସୁପ୍ରିମକୋର୍ଟ/ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତି ହେବେ ଅଧ୍ୟକ୍ଷ । ୪ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ କହିଲେ କୋର୍ଟ । ଗୁଳି ମାଡ କରି ସୁନା ଦୋକାନରୁ ଲୁଟ୍
Copy and paste this URL into your WordPress site to embed
Copy and paste this code into your site to embed