30.1 C
Bhubaneswar
Saturday, May 4, 2024
Homeଓଡିଶାପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଳାହାଣ୍ଡି : ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ କିରକାକାନୀ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ଗୁରୁବାର ରାତିରୁ କିରକାକାନୀ ଗ୍ରାମର ଦୁଇ ଜଣ ଯୁବକ ଯୁବତୀ ଘରୁ କେଉଁଆଡ଼େ ଚାଲିଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ସତ୍ତ୍ଵେ ମଧ୍ୟ କୌଣସି ଖୋଜ ଖବର ମିଳିନଥିଲା। ଆଜି ସକାଳୁ ଗାଁର କିଛି ଲୋକ ଦୁହିଁଙ୍କ ଝୁଲନ୍ତା ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking