15.1 C
Bhubaneswar
Saturday, December 6, 2025
Homeଓଡିଶାଯୁକ୍ତ ୩ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ଯୁକ୍ତ ୩ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ଭଦ୍ରକ: ଯୁକ୍ତ ତିନି ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଏକ ଘରୋଇ ମେସର ବାଥରୁମରୁ ମୃତଦେହ ଉଦ୍ଧାର କରାଯାଇଛି । ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ- ୩ ପ୍ରଥମ ବର୍ଷ ଛାତ୍ରୀ । ରାକ୍ଷୀ ପାଇଁ ଘରକୁ ଯାଇ ଗତକାଲି ଭଦ୍ରକ ଫେରିଥିଲେ । ଛାତ୍ରୀ ଜଣଙ୍କ  ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର ହୋଇଥିବା ସୂଚନା ମିଳିଛି ।  ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଟାଉନ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking