30.1 C
Bhubaneswar
Monday, May 6, 2024
Homeଓଡିଶାଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅନ୍ତର୍ଗତ ଶିକାରଘାଟି ଗାଁରେ  ଆମ୍ବ ଗଛରୁ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଉଭୟ ଯୁବକ ଯୁବତୀ ଶିକାରଘାଟି ଗାଁର ହୋଇଥିବା ଜଣାଯାଇଛି। ଆଜି ସକାଳେ ଯୁବକଯୁବତୀଙ୍କ ମୃତଦେହ ଗାଁ ମୁଣ୍ଡ ଆମ୍ବଗଛରେ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଉଭୟଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଯୁବକଯୁବତୀ ଜଣଙ୍କ କେଉଁ କାରଣ ପାଇଁ ଆତ୍ମହତ୍ୟା କରିଛନ୍ତି କାରଣ ସ୍ପଷ୍ଟ ହୋଇନାହିଁ। ଉଭୟ ପ୍ରେମ ଜନିତ କାରଣରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking