21.1 C
Bhubaneswar
Tuesday, February 3, 2026
Homeଓଡିଶାଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗୀର: ଛାତ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ନେଇ ସୂଚନା ରହିଛି । ଘରୋଇ କଲେଜ ହଷ୍ଟେଲରୁ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ଉଦ୍ଧାର କରିଛି ଟାଉନ ଥାନା ପୋଲିସ । ସୂଚନା ମୁତାବକ , ମୃତଯୁବତୀ ଜଣଙ୍କ ଯୁକ୍ତ୨ ଦ୍ୱିତୀୟ ବର୍ଷର ଛାତ୍ରୀ ବୋଲି ଜଣାପଡିଛି । ତେବେ ମୃତ୍ୟୁ ର କାରଣ ଅସ୍ପଷ୍ଟ ରହିଥିଵାବ ବେଳେ , ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking