19.1 C
Bhubaneswar
Sunday, January 11, 2026
Homeଓଡିଶାସ୍ବର୍ଗଦ୍ବାର ସାମ୍ନାରେ ଗଡ଼ିଲା ମୁଣ୍ଡ

ସ୍ବର୍ଗଦ୍ବାର ସାମ୍ନାରେ ଗଡ଼ିଲା ମୁଣ୍ଡ

ପୁରୀ: ପୁରୀରେ ପୁଣି ହତ୍ୟାକାଣ୍ଡ । ସ୍ବର୍ଗଦ୍ବାର ସାମ୍ନାରେ ଗଡ଼ିଲା ମୁଣ୍ଡ । ମୃତକ ହେଉଛନ୍ତି ଭଦ୍ରକ ଜିଲ୍ଲା ବନ୍ତ ଥାନା ଆପଣ୍ଡା ଗାଁର ର ରଞ୍ଜନ କୁମାର ଦାସ । ରଞ୍ଜନ ତାଙ୍କର ଜଣେ ସମ୍ପର୍କୀୟଙ୍କର ଶେଷକୃତ୍ୟ କରିବାକୁ ପୁରୀ ସ୍ବର୍ଗଦ୍ବାର ଆସିଥିଲେ। ଶେଷକୃତ୍ୟ ପରେ ସ୍ୱର୍ଗଦ୍ବାର ବାହାରକୁ ଯିବା ସମୟରେ ଜଣେ ଯୁବକଙ୍କ ସହ ବଚସା ହୋଇଥିଲା ।ବଚସା ପରେ ରଞ୍ଜନଙ୍କୁ ଛୁରୀରେ ଆକ୍ରମଣ କରିଥିଲା ଦୁର୍ବୃତ୍ତ। ଫଳରେ ଘଟଣାସ୍ଥଳରେ ରଞ୍ଜନଙ୍କ ମୃତ୍ୟୁ ହୋଇଥିଲା । ମୃତକଙ୍କ ସାଙ୍ଗରେ ଥିବା ଆଉ ଜଣେ ଯୁବକଙ୍କୁ ମଧ୍ୟ ଆକ୍ରମଣ କରିଥିଲା ଦୁର୍ବୃତ୍ତ। ଗୁରୁତର ଆହତ ଯୁବକ ହେଉଛନ୍ତି ମାନସ ରଞ୍ଜନ ନାୟକ। ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking