28.1 C
Bhubaneswar
Sunday, September 29, 2024
Homeଓଡିଶାମୁନ୍ନାଭାଇ ଏମବିବିଏସ୍ ଫିଲ୍ମ ଦେଖିବାକୁ ଡାକ୍ତରଙ୍କୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ

ମୁନ୍ନାଭାଇ ଏମବିବିଏସ୍ ଫିଲ୍ମ ଦେଖିବାକୁ ଡାକ୍ତରଙ୍କୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁନ୍ନାଭାଇ ଏମବିବିଏସ୍ ଫିଲ୍ମ ଦେଖିବାକୁ ଡାକ୍ତରଙ୍କୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । କଟକ ଏସସିବିରେ ସମୀକ୍ଷା ପରେ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତରଙ୍କୁ ଏହି ପରାମର୍ଶ ଦେଇଛନ୍ତି । ଏଥିସହ ରୋଗୀଙ୍କୁ ଭଲ ବ୍ୟବହାର କରିବାକୁ ସେ କହିଛନ୍ତି । ତା ସହ ଡାକ୍ତରଙ୍କୁ ସୁରକ୍ଷା ଓ ରୋଗୀଙ୍କୁ ଚିକିତ୍ସା ସରକାରଙ୍କ ଦାୟିତ୍ୱ । ଡାକ୍ତର ଓ ରୋଗୀଙ୍କ ମଧ୍ୟରେ କେହି ବାଧା ଦେଇପାରିବେନି ବୋଲି କହିଛନ୍ତି ରାଜ୍ୟର ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ । ତେବେ ସ୍ୱାସ୍ଥ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ କଟକ ଏସସିବି ମେଡିକାଲ ପରିଦର୍ଶନ କରିଥିଲେ ମୁକେଶ ମହାଲିଙ୍ଗ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking