ଓସିଏସ୍‌-୨୦୨୧ରେଜଲ୍ଟ ଉପରେ ଅଙ୍କୁଶ ଲଗାଇଲେ ହାଇକୋର୍ଟ

ଭୁବନେଶ୍ୱର: ଓଡିଶା ସିଭିଲ ସର୍ଭିସ ୨୦୨୧ରେଜଲ୍ଟ ଉପରେ ଅନ୍ତରୀଣ ଅଙ୍କୁଶ । ରେଜଲ୍ଟ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଲେ ହାଇକୋର୍ଟ । ବିନା ଅନୁମତିରେ ଫଳ ପ୍ରକାଶ ନକରିବାକୁ ଓପିଏସସିକୁ ନିର୍ଦ୍ଦେଶ । ଚୟନ ପ୍ରକ୍ରିୟା ଜାରି ରହିଲେ ବି ଫଳ ପ୍ରକାଶ ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀଙ୍କ ଆବେଦନକୁ ଗ୍ରହଣ କରି ନିର୍ଦ୍ଦେଶ । ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପରବର୍ତ୍ତି ଶୁଣାଣୀ କରିବାକୁ କୁହାଯାଇଛି ।