27.1 C
Bhubaneswar
Sunday, September 22, 2024
Homeଓଡିଶାଓସେପା ମେରିଟ୍ ଲିଷ୍ଟ ଖାରଜ କଲେ ହାଇକୋର୍ଟ

ଓସେପା ମେରିଟ୍ ଲିଷ୍ଟ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର: ହାଇକୋର୍ଟରେ କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତିରେ ଅନିୟମିତତା ମାମଲା । ଓସେପାର ମେରିଟ୍ ଲିଷ୍ଟ ଖାରଜ କରିବା ସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ।

ପୂର୍ବରୁ ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । ଜିଲ୍ଲାୱାରୀ ମେରିଟ୍ ଲିଷ୍ଟ ବି ଖାରଜ କଲେ ହାଇକୋର୍ଟ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking