ଓସେପା ମେରିଟ୍ ଲିଷ୍ଟ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର: ହାଇକୋର୍ଟରେ କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତିରେ ଅନିୟମିତତା ମାମଲା । ଓସେପାର ମେରିଟ୍ ଲିଷ୍ଟ ଖାରଜ କରିବା ସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ପୂର୍ବରୁ ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । ଜିଲ୍ଲାୱାରୀ ମେରିଟ୍ ଲିଷ୍ଟ ବି ଖାରଜ କଲେ ହାଇକୋର୍ଟ ।