38.1 C
Bhubaneswar
Tuesday, April 23, 2024
Homeଓଡିଶାଆଜିଠୁ ହାଇକୋର୍ଟର ପୂଜା ଅବକାଶ, ଅକ୍ଟୋବର ୧୦ରେ ଖୋଲିବ କୋର୍ଟ

ଆଜିଠୁ ହାଇକୋର୍ଟର ପୂଜା ଅବକାଶ, ଅକ୍ଟୋବର ୧୦ରେ ଖୋଲିବ କୋର୍ଟ

କଟକ: ଓଡିଶା ହାଇକୋର୍ଟରେ ଦୁର୍ଗାପୂଜା ଅବକାଶ ଆରମ୍ଭ ହୋଇଛି । ଅକ୍ଟୋବର ୧ ଅର୍ଥାତ୍ ଆଜିଠାରୁ ପୂଜା ଅବକାଶ ଆରମ୍ଭ ହେଉଥିବା ବେଳେ ଅକ୍ଟୋବର ୧୦ରେ ହାଇକୋର୍ଟ ଖୋଲିବ । ଏନେଇ ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି । ଦୁର୍ଗାପୂଜା ଅବକାଶ ସମୟରେ ଅକ୍ଟୋବର ୧, ୬ ଓ ୭ ତାରିଖରେ ହାଇକୋର୍ଟ କାର୍ଯ୍ୟାଳୟ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଖୋଲା ରହିବ। ନୂଆ ମାମଲା ଏହି ସବୁ କାର୍ଯ୍ୟ ଦିବସର ଦିନ ୧୧ଟାରୁ ୧୨ଟା ମଧ୍ୟରେ ଦାଖଲ କରିହେବ ବୋଲି ବିଜ୍ଞପ୍ତିରେ ସ୍ପଷ୍ଟ କରାଯାଇଛି ।

ଇସ୍ତଫା ଦେଲେ ଖଡ଼ଗେ: କିଏ ହେବ ରାଜ୍ୟସଭାର ପରବର୍ତ୍ତୀ ବିରୋଧୀ ଦଳ ନେତା

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking