ଭୁବନେଶ୍ୱର : ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ । ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ ଘଟଣାକୁ ନେଇ ବିଜେଡିର ନାରାବାଜି । ଦିନ ସାଢେ ୧୧ ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି ।