18.1 C
Bhubaneswar
Friday, February 13, 2026
Homeଓଡିଶାସାଢେ ୧୧ଟା ଯାଏଁ ଗୃହ ମୁଲତବି

ସାଢେ ୧୧ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ବିଧାନସଭାରେ ଆଜିବି ଜୋରଦାର ହଙ୍ଗାମା । ଦୁଇ ଦିନର ବିରତି ପରେ ବିଧାନସଭା ବିଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ପୁଣି ଆରମ୍ଭ ହୋଇଛି। ଆଜି ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ କରିଛନ୍ତି ବିରୋଧୀ ଦଳର ନେତା। ଫଳରେ ବାଚସ୍ପତି ଗୃହକୁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି। ଜାତିଭିତ୍ତିକ ଜନଗଣନା ଦାବିରେ କଂଗ୍ରେସ ବିଧାୟକମାନେ ବାଚସ୍ପତିଙ୍କ ପୋଡିୟମ ପାଖକୁ ଯାଇ ହୋହାଲ୍ଲା କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking