ସାଢେ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବି
ଭୁବନେଶ୍ୱର : ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ଆଜି ଗୃହରେ ପୂର୍ବତନ ବିଧାୟକ ସ୍ୱଗର୍ତ ଅଶ୍ୱନୀ ଗୁରୁଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ଓ କଂଗ୍ରେସ ବିଧାୟକ ଦଳ ନେତା। ଶୋକ ପ୍ରସ୍ତାବ ଆଗତ ପରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ବେଳେ ବିରୋଧୀ ସଦସ୍ୟମାନେ ହୋହାଲ୍ଲା କରିଥିଲେ। ସୁଭଦ୍ରା ଯୋଜନାରେ ଜାରି ହୋଇଥିବା ମାର୍ଗଦର୍ଶିକାକୁ ନେଇ … Continue reading ସାଢେ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବି
Copy and paste this URL into your WordPress site to embed
Copy and paste this code into your site to embed