31.1 C
Bhubaneswar
Monday, October 21, 2024
Homeଓଡିଶାଆଜି ମଧ୍ୟାହ୍ନ ୧୨ଟା ଯାଏଁ ଗୃହ ମୁଲତବି

ଆଜି ମଧ୍ୟାହ୍ନ ୧୨ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ବିଧାନସଭାରେ ମଙ୍ଗଳବାର ମୌସୁମୀ ଅଧିବେଶନର ତୃତୀୟ ଦିନ । ମାତ୍ର ଆଜି ମଧ୍ୟ ଚାଲି ପାରିନାହିଁ ଗୃହ। ଗୃହରେ ହଟ୍ଟଗୋଳ ଓ ନାରାବାଜି ଯୋଗୁଁ ମଧ୍ୟାହ୍ନ ୧୨ଟା ଯାଏଁ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଗୃହର ସୁପରିଚାଳନା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking