26.1 C
Bhubaneswar
Saturday, March 14, 2026
Homeଓଡିଶାଅସୁସ୍ଥ ଅଛନ୍ତି ହ୍ୟୁମାନ ସାଗର

ଅସୁସ୍ଥ ଅଛନ୍ତି ହ୍ୟୁମାନ ସାଗର

ଭୁବନେଶ୍ୱର: ଓଲିଉଡର ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। କିଛି ଦିନ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ହ୍ୟୁମାନଙ୍କୁ କିଡନୀ ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ଅଧିକ ଚିକିତ୍ସା ପାଇଁ ଏମ୍ସକୁ ନିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking