36.1 C
Bhubaneswar
Wednesday, May 22, 2024
Homeଅପରାଧଘରୋଇ କଳିରୁ ସର୍ବନାଶ, ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ୱାମୀ

ଘରୋଇ କଳିରୁ ସର୍ବନାଶ, ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ୱାମୀ

ଗଜପତି : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ। ଗଜପତି ଜିଲ୍ଲା ମୋହନା ଥାନା ରାଣୀଖମା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ଘରୋଇ କଳିରୁ ଶାବଳରେ ପିଟି ପିଟି ସ୍ତ୍ରୀକୁ ହତ୍ୟା କରିଛି ସ୍ବାମୀ। ମୃତକ ସରୁଗଳା ମଳିକ। ଗତକାଲି ରାତିରେ ରାଣୀଖମା ଗାଁର ହାଡୁ ମଳିକ ଓ ସ୍ତ୍ରୀ ସରୁଗଳା ମଳିକଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ସୁରେନ୍ଦ୍ର ସ୍ତ୍ରୀକୁ  ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ଟଳିପଡିଥିଲେ ସଗୁଗଳା। ଅଭିଯୁକ୍ତ ସ୍ବାମୀକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking