ସ୍ତ୍ରୀକୁ ମାରି ଜଙ୍ଗଲରେ ଫିଙ୍ଗିଲା ନୃସଂଶ ସ୍ୱାମୀ

ବାଲିଗୁଡା : ସ୍ତ୍ରୀକୁ ମାରି ଜଙ୍ଗଲରେ ଫିଙ୍ଗିଲା ନୃସଂଶ ସ୍ୱାମୀ । ଦାରିଙ୍ଗିବାଡି ଥାନା ବି.ଡକେବାଡି ଗାଁରେ ଘଟିଛି ଅଭାବନୀୟ ଘଟଣା । ଘରୋଇ କଳହରୁ ସ୍ତ୍ରୀକୁ ହତ୍ୟା ପରେ ମୃତଦେହକୁ ଜଙ୍ଗଲରେ ଫିଙ୍ଗିଲା ସ୍ୱାମୀ । ସୂଚନା ଅନୁସାରେ, ବଡ଼ଧାଡ଼ି ଗ୍ରାମର ମିତୁ ପ୍ରଧାନ ୭ ବର୍ଷ ପୂର୍ବରୁ ସାନ୍ତନା ନାୟକଙ୍କୁ ବିବାହ କରିଥିଲେ। ଉଭୟଙ୍କ ଏକ ପୁତ୍ର ସନ୍ତାନ ଅଛି। ପୁଅକୁ ଏବେ ୭ବର୍ଷ ବୟସ ହୋଇଛି। ସାନ୍ତନା ନାୟକ ମଙ୍ଗଳବାର ଠାରୁ ନିଖୋଜ … Continue reading ସ୍ତ୍ରୀକୁ ମାରି ଜଙ୍ଗଲରେ ଫିଙ୍ଗିଲା ନୃସଂଶ ସ୍ୱାମୀ