28.1 C
Bhubaneswar
Wednesday, June 24, 2026
Homeଓଡିଶାଚଳିତ ବର୍ଷ ମୌସୁମୀରେ ଏଲ୍‌ ନିନୋର ପ୍ରଭାବ !

ଚଳିତ ବର୍ଷ ମୌସୁମୀରେ ଏଲ୍‌ ନିନୋର ପ୍ରଭାବ !

ଭୁବନେଶ୍ୱର: ଚଳିତ ବର୍ଷ ମୌସୁମୀରେ ଏଲ୍‌ ନିନୋର ପ୍ରଭାବ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଭାରତରେ ମୌସୁମୀ ଜନିତ ବର୍ଷା କମ୍‌ ରହିବ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସାଧାରଣ ଯେତିକି ବର୍ଷା ହୁଏ ତା’ଠାରୁ କମ୍‌ ବର୍ଷା ହେବ। ଉତ୍ତର ଓଡ଼ିଶାରେ ସାଧାରଣଠାରୁ କମ୍‌ ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବା ପ୍ରାୟ ୯୦ ପ୍ରତିଶତ ବର୍ଷା ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking