29 C
Bhubaneswar
Tuesday, June 23, 2026
Homeଓଡିଶାଗୃହରେ ଉଠିଲା ମମିତା ମେହେର ପ୍ରସଙ୍ଗ

ଗୃହରେ ଉଠିଲା ମମିତା ମେହେର ପ୍ରସଙ୍ଗ

ଭୁବନେଶ୍ବର: ପୁଣି ଗୃହରେ ଉଠିଲା ସ୍ବାମୀ ଲକ୍ଷ୍ମଣାନନ୍ଦ, ନବ ଦାସ ଓ ମମିତା ମେହେର ହତ୍ୟା ପ୍ରସଙ୍ଗ। ମମିତା ହତ୍ୟା ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ପ୍ରସଙ୍ଗ ମଧ୍ୟ ଉଠିଛି। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର।  ସେ କହିଛନ୍ତି, ଏପ୍ରସଙ୍ଗରେ ଲୋକଙ୍କର ଯେଉଁ ସନ୍ଦେହ ରହିଛି, ତାର ଦୂର କରାଯିବା ଦରକାର। ଏଥିଲାଗି ରାଜ୍ୟ ସରକାର ସିବିଆଇ ତଦନ୍ତ କରିବାକୁ ସେ ଅନୁରୋଧ କରିଛନ୍ତି।  ଲୋକଙ୍କ ମନରେ ଥିବା ସନ୍ଦେହକୁ ଦୂର କରିବେ ବୋଲି ବିଧାୟକ ପ୍ରଶ୍ନ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking