ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଜାପାନ ପ୍ରଧାନମନ୍ତ୍ରୀ, ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ମୋଦିଙ୍କ ସହ କରିବେ ଆଲୋଚନା

ନୂଆଦିଲ୍ଲୀ:ଭାରତ-ଜାପାନ କୂଟନୈତିକ ସମ୍ପର୍କ ଚଳିତ ବର୍ଷ ଏକ ନୂତନ ଶୀର୍ଷତାରେ ପହଞ୍ଚିବାକୁ ଯାଉଛି । ଜାପାନ ପ୍ରଧାନମନ୍ତ୍ରୀ କିଶିଦା ଫୁମିଓଙ୍କ ଭାରତ ଗସ୍ତକୁ ପ୍ରସ୍ତୁତି ଜୋରଦାର ହୋଇଛି । ମାର୍ଚ୍ଚ ୨୦ ରେ ଦୁଇ ଦିନିଆ ଗସ୍ତରେ ଫୁମିଓ ଭାରତ ଆସୁଛନ୍ତି । ମାର୍ଚ୍ଚ ୨୧ରେ ସେ ଜାପାନ ଫେରିଯିବେ । ତାଙ୍କର ଏହି ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି । ଫୁମିଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଭାରତ-ଜାପାନ ଶିଖର ସମ୍ମିଳନୀରେ ସାମିଲ୍ … Continue reading ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଜାପାନ ପ୍ରଧାନମନ୍ତ୍ରୀ, ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ମୋଦିଙ୍କ ସହ କରିବେ ଆଲୋଚନା