33.8 C
Bhubaneswar
Friday, July 24, 2026
Homeଓଡିଶାଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ

ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ

ପୁରୀ : ଆଷାଢ଼ ଶୁକ୍ଳ ଦ୍ବିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରି ଥିଲେ। ଶ୍ରୀଗୁଣ୍ଡିଚାରେ ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କ ସହିତ ଲୀଳାଖେଳା ସାରି ଦଶମୀ ତିଥିରେ ଦାରୁବ୍ରହ୍ମ ଶ୍ରୀମନ୍ଦିର ଅଭିମୁଖେ ବାହାରିଛନ୍ତି । ଶରଧାବାଲିରୁ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି। ଜନ୍ମବେଦିରୁ ଧାଡ଼ି ପଣ୍ଡିରେ ଆସି ଶରଧାବାଲିରେ ଥିବା ରଥ ଉପରେ ବିରାଜମାନ କରିଛନ୍ତି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking