34.1 C
Bhubaneswar
Thursday, March 20, 2025
Homeଓଡିଶାସ୍ମାର୍ଟ ହେବେ ବିଧାୟକ

ସ୍ମାର୍ଟ ହେବେ ବିଧାୟକ

ଭୁବନେଶ୍ୱର: ଏବେଠୁ ପେପର ଲେସ ହେଲା ବିଧାନସଭା । ପେପର ନୁହେଁ ଟ୍ୟାବରେ ପଢିବେ ବିଧାୟକ । ବିଧାନସଭାରେ ୧୪୭ ବିଧାୟକଙ୍କ ଆସନରେ ଲାଗିଲା ଟ୍ୟାବ । ନେଭା ତରଫରୁ ହୋଇଛି ଏହି ବ୍ୟବସ୍ଥା । ପ୍ରଶ୍ନୋତ୍ତର କିମ୍ବା ପ୍ରସ୍ତାବ କାଗଜ ଜରିଆରେ କରିବେନି ବିଧାୟକ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking