ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

କଟକ: ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦ୍ଵାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ଆଜି ପ୍ରକାଶ ପାଇବ। ଏନେଇ ବୋର୍ଡ ପକ୍ଷରୁ ପୂର୍ବରୁ ସୂଚନା ପ୍ରଦାନ କରାଯାଇଥିଲା। ଆଜି ସକାଳ ସାଢେ ୧୦ଟାରେ ରେଜଲ୍ଟ ପ୍ରକାଶ ପାଇବ। ସାଢେ ୧୧ଟା ମଧ୍ୟରେ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ପ୍ରଥମ ଥର ପାଇଁ ରେଜଲ୍ଟ ଘୋଷଣାର ୬ ଘଣ୍ଟା ମଧ୍ଯରେ ଅନଲାଇନ ଓ ହ୍ୱାଟ୍ସଅପରେ ଡିଜିଟାଲ ମାଟ୍ରିକ ପ୍ରମାଣପାତ୍ର ପାଇପାରିବେ … Continue reading ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ