ଟଙ୍କା ଦେବାକୁ ମନା କରିବାରୁ ବ୍ୟବସାୟୀ ହାଣିଦେଲେ ଦୁର୍ବୃତ୍ତ

କେନ୍ଦ୍ରାପଡା: ଦାଦାବାଟି ଦେବାକୁ ମନା କରିବାରୁ ବ୍ୟବସାୟୀଙ୍କୁ ହାଣିଦେଲେ ଦୁର୍ବୃତ୍ତ । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡାରେ । ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣରେ ଗୁରୁତର ହୋଇଥିବା ବ୍ୟବସାୟୀ ଜଣକ ମିର ଖାଦୀମ ବକ୍ସ । ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଶନିବାର ରାତି ୯ ସମୟରେ କେନ୍ଦ୍ରାପଡ଼ା ବଡ଼ ବଜାରରେ ଥିବା ତାଙ୍କ ଲୁଗା ଦୋକାନର କ୍ୟାସ କାଉଣ୍ଟରରେ ବ୍ୟବସାୟୀ ଜଣଙ୍କ ବସିଥିବା ବେଳେ ଏହି ଘଟଣା ଘଟିଥିଲା … Continue reading ଟଙ୍କା ଦେବାକୁ ମନା କରିବାରୁ ବ୍ୟବସାୟୀ ହାଣିଦେଲେ ଦୁର୍ବୃତ୍ତ