18.1 C
Bhubaneswar
Thursday, December 11, 2025
Homeଓଡିଶାଦିଲ୍ଲୀରୁ ଆସୁଛି ଉତ୍ତମଙ୍କ ପାର୍ଥିବ ଶରୀର

ଦିଲ୍ଲୀରୁ ଆସୁଛି ଉତ୍ତମଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: ଦିଲ୍ଲୀରୁ ଉତ୍ତମଙ୍କ ପାର୍ଥିବ ଶରୀର ନେଇ ବାହାରୁଛନ୍ତି ବାବୁଶାନ ଓ ତୃପ୍ତି । ଦିନ ୧୧ ଟାବେଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବ ପାର୍ଥିବ ଶରୀର । ତାପରେ ସିଧାସଳଖ ଜଗନ୍ନାଥ ବିହାରସ୍ଥିତ ବାସଭବନରେ ପହଂଚିବା ପରେ ଶେଷ ଦର୍ଶନ କରିବେ ସିନେ ଜଗତର ବିଶିଷ୍ଟ ବ୍ୟକ୍ତିବିଶେଷ। ଏହାପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହେବ । ଗତକାଲି ତାଙ୍କର ଦେହାନ୍ତ ହୋଇଥିଲା । ପୂର୍ବରୁ ଲିଭର ଶିରୋସିସ ସାଙ୍ଗକୁ ନିମୋନିଆରେ ଆକ୍ରାନ୍ତ ଥିଲେ । ଗତକାଲି କାର୍ଡିଆକ ଆରେଷ୍ଟ ହୋଇଥିଲା ଯାହାଫଳରେ ତାଙ୍କର ମୃତ୍ୟୁ ଘଟିଛି ବୋଲି କହିଛନ୍ତି ଅଭିନେତା ରବି ମିଶ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking