27 C
Bhubaneswar
Saturday, April 11, 2026
Homeଓଡିଶାପୁଅକୁ ଧରି ନଦୀକୁ ଡେଇଁ ପଡିଲା ମାଆ

ପୁଅକୁ ଧରି ନଦୀକୁ ଡେଇଁ ପଡିଲା ମାଆ

ପିପିଲି : ପିପିଲି-ନିମାପଡ଼ା ରାସ୍ତାର ହରିପୁର ନିକଟ ଭାର୍ଗବୀ ନଦୀ ବ୍ରିଜ୍ ଉପରୁ ବୁଧବାର ଅପରାହ୍ନରେ ଜଣେ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ ପଡ଼ିଥିବାବେଳେ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ମହିଳା ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁବା ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ନଦୀରେ ଖୋଜାଖୋଜି କରିଥିଲେ। ତେବେ ଘଟଣାସ୍ଥଳରୁ ଦେଢ କିଲୋମିଟର ଦୂର ସୁନାପଦା ଗ୍ରାମ ନିକଟରେ ୨ ଜଣ ଗ୍ରାମବାସୀ ଗଭୀର ନଦୀନାଳରୁ ଉଭୟଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ପିପିଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking