28.1 C
Bhubaneswar
Thursday, June 5, 2025
Homeଓଡିଶାବହୁ ଚର୍ଚ୍ଚିତ ହନି ଟ୍ରାପ ମାମଲା ; ଜେଲରୁ ମୁକୁଳିବେ ଅର୍ଚ୍ଚନା !

ବହୁ ଚର୍ଚ୍ଚିତ ହନି ଟ୍ରାପ ମାମଲା ; ଜେଲରୁ ମୁକୁଳିବେ ଅର୍ଚ୍ଚନା !

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ହନି ଟ୍ରାପ ମାମଲା ; ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ଜମିନ ମିଳିସାରିଛି । ସମସ୍ତ ୩ଟି ମାମଲାରେ ଜାମିନ ମିଳିଥିବାରୁ ଜେଲରୁ ମୁକୁଳିବା ସ୍ପଷ୍ଟ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking