ମହାପ୍ରଭୁଙ୍କୁ ଦର୍ଶନ କଲେ ନୂଆ ଡିଜିପି

ପୁରୀ: ନୂଆ ପୋଲିସ ଡିଜି ଭାବେ ଓ୍ବାଇ ବି ଖୁରାନିଆ କାର୍ୟ୍ୟଭାର ସମ୍ଭାଳିବା ପରେ ଶନିବାର ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଜଣାଇଥିଲେ। ଏହା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ଉପରେ ଆଲୋଚନା କରିଥିଲେ। ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଖୁରାନିଆ  ୨୦୨୩ … Continue reading ମହାପ୍ରଭୁଙ୍କୁ ଦର୍ଶନ କଲେ ନୂଆ ଡିଜିପି