39.1 C
Bhubaneswar
Friday, April 26, 2024
Homeଦେଶ ବିଦେଶମେଡିସିନ୍ ପାଇଁ ୩ ଜଣଙ୍କୁ ନୋବେଲ ପୁରସ୍କାର

ମେଡିସିନ୍ ପାଇଁ ୩ ଜଣଙ୍କୁ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ମେଡିସିନ୍ ପାଇଁ ଘୋଷଣା ହେଲା ୨୦୨୦ର ନୋବେଲ ପୁରସ୍କାର । ମେଡିସିନ୍ ପାଇଁ ୩ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର । ଏହି ୩ ଜଣଙ୍କୁ ମିଳିତ ଭାବେ ନୋବେଲ ପୁରସ୍କାର ମିଳିବ । ତେବେ ସେହି ୩ ଜଣ ହେଉଛନ୍ତି –ହାର୍ଭେ ଜେ ଅଲଟର, ମାଇକେଲ ହଟନ, ଚାର୍ଲସ ଏମ ରାଇସ୍ । ହେପାଟାଇଟିସ୍-ସି ଭୂତାଣୁର ଆବିଷ୍କାର ପାଇଁ ଏହି ୩ ଜଣଙ୍କୁ ନୋବେଲ ପୁରସ୍କାର ମିଳିବାକୁ ଯାଉଛି ।
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାଁ ୨୦୨୧ର ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଇସ୍ରାଏଲ୍ ଓ ୟୁଏଇ ମଧ୍ୟରେ ଐତିହାସିକ ଶାନ୍ତି ବୁଝାମଣା କରାଇବାରେ ମୁଖ୍ୟ ସୂତ୍ରଧର ଲାଗି ଟ୍ରମ୍ପଙ୍କୁ ମନୋନୀତ କରାଯାଇଛି। ନରୱେର ସଂସଦ ଖ୍ରୀଷ୍ଟିଆନ୍ ଟାଇବ୍ରିଙ୍ଗ୍-ଗଜେଡ୍, ଟ୍ରମ୍ପଙ୍କ ନାଁ ଏହି ପୁରସ୍କାର ପାଇଁ ମନୋନୀତ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking