35.1 C
Bhubaneswar
Sunday, May 19, 2024
Homeଓଡିଶା୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତର ନିର୍ବାଚନ କମିସନ୍।

ଏସବୁ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରର ସମସ୍ତ ବୁଥରେ ଜୁନ୍ ୧ ତାରିଖରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ। ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking