ଜିଲ୍ଲାରେ ୨୯୨ରେ ପହଞ୍ଚିଲା ସ୍କ୍ରବ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା

ସୁନ୍ଦରଗଡ: ସୁନ୍ଦରଗଡରେ ସ୍କ୍ରବ୍‌ ଟାଇଫସ୍‌ ରୋଗ ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଲାଣି । ଦିନକୁ ଦିନ ସଂକ୍ରମଣ ବଢ଼ିବାରେ ଲାଗିଛି ସିନା କମିବାର ନାଁ ନେଉନି । ବୁଧବାର ସୁଦ୍ଧା ଜିଲ୍ଲାରେ ୨୯୨ ଜଣ ସ୍କ୍ରବ୍‌ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ଗତ ଜାନୁଆରି ମାସରେ ପ୍ରଥମ ସ୍କ୍ରବ୍‌ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିଲା । ପରବର୍ତ୍ତୀ ସମୟରେ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିଲା । କିନ୍ତୁ ଅଗଷ୍ଟ ମାସରୁ ସଂଖ୍ୟାରେ ଆଖିଦୃଶିଆ ବୃଦ୍ଧି … Continue reading ଜିଲ୍ଲାରେ ୨୯୨ରେ ପହଞ୍ଚିଲା ସ୍କ୍ରବ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା